Proverbs 22:18 — Compare Translations
5 translations compared side by side
Odia - 1840
"ତୁମ୍ଭେ ଖୁସି ହବେ, ଯଦି ତୁମ୍ଭେ ସମାନଙ୍କେୁ ମନେ ରଖିବ ଏବଂ ଆବୃତ୍ତି କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ତୁମ୍ଭେ ତାହା ହୃଦୟରେ ରଖିଲେ ଓ ତୁମ୍ଭ ଓଷ୍ଠାଧର ସଙ୍ଗେ ତାହା ଏକତ୍ର ସଂଯୁକ୍ତ ହେଲେ, ଆହ୍ଲାଦଜନକ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଖୁସୀ ହେବ, ଯଦି ତୁମ୍ଭେ ସେମାନଙ୍କୁ ମନେ ରଖିବ ଏବଂ ଆବୃତ୍ତି କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ତୁମ୍ଭେ ତାହା ହୃଦୟରେ ରଖିଲେ ଓ ତୁମ୍ଭ ଓଷ୍ଠାଧର ସଙ୍ଗେ ତାହା ଏକତ୍ର ସଂଯୁକ୍ତ ହେଲେ, ଆହ୍ଲାଦଜନକ ହେବ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ତୁମ୍ଭେ ତାହା ହୃଦୟରେ ରଖିଲେ ଓ ତୁମ୍ଭ ଓଷ୍ଠାଧର ସଙ୍ଗେ ତାହା ଏକତ୍ର ସଂଯୁକ୍ତ ହେଲେ, ଆହ୍ଲାଦଜନକ ହେବ।