Proverbs 22:2 — Compare Translations

5 translations compared side by side

Odia - 1840
"ଧନୀ ଓ ଗରିବ ସମସ୍ତେ ସମାନ। କାରଣ ସଦାପ୍ରଭୁ ସମସ୍ତଙ୍କର ସୃଷ୍ଟିକର୍ତ୍ତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧନବାନ ଓ ଦରିଦ୍ର ଏକତ୍ର ମିଳନ୍ତି; ସଦାପ୍ରଭୁ ସେସମସ୍ତଙ୍କର ସୃଷ୍ଟିକର୍ତ୍ତା ।
Odia Bible ERV 2004 (ପବିତ୍ର ବାଇବଲ)
ଧନୀ ଓ ଗରିବ ସମସ୍ତେ ସମାନ। କାରଣ ସଦାପ୍ରଭୁ ସମସ୍ତଙ୍କର ସୃଷ୍ଟିକର୍ତ୍ତା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧନବାନ ଓ ଦରିଦ୍ର ଏକତ୍ର ମିଳନ୍ତି; ସଦାପ୍ରଭୁ ସେସମସ୍ତଙ୍କର ସୃଷ୍ଟିକର୍ତ୍ତା।
Odia IRV 2017 (ଓଡିଆ ବାଇବେଲ)
ଧନବାନ ଓ ଦରିଦ୍ର ଏକତ୍ର ମିଳନ୍ତି; ସଦାପ୍ରଭୁ ସେସମସ୍ତଙ୍କର ସୃଷ୍ଟିକର୍ତ୍ତା।