Proverbs 22:20 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭମାନଙ୍କ ପାଇଁ ତିରିଶଟି ସତ୍ଯତାରୂପ ବାକ୍ଯ ଲେଖିଅଛି। ସଗେୁଡ଼ିକ ଜ୍ଞାନ ଗର୍ଭକପୂର୍ଣ୍ଣ ଉପଦେଶ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭକୁ ସତ୍ୟତାରୂପ ବାକ୍ୟର ନିଶ୍ଚୟତା ଜଣାଇବାକୁ, ପୁଣି ଯେଉଁମାନେ ତୁମ୍ଭକୁ ପଠାନ୍ତି,
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭମାନଙ୍କ ପାଇଁ ତିରିଶ୍ଟି ସତ୍ୟତାରୂପ ବାକ୍ୟ ଲେଖିଅଛି। ସେଗୁଡ଼ିକ ଜ୍ଞାନ ଗର୍ଭକପୂର୍ଣ୍ଣ ଉପଦେଶ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭକୁ ସତ୍ୟତାରୂପ ବାକ୍ୟର ନିଶ୍ଚୟତା ଜଣାଇବାକୁ, ପୁଣି, ଯେଉଁମାନେ ତୁମ୍ଭକୁ ପଠାନ୍ତି,
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭକୁ ସତ୍ୟତାରୂପ ବାକ୍ୟର ନିଶ୍ଚୟତା ଜଣାଇବାକୁ, ପୁଣି, ଯେଉଁମାନେ ତୁମ୍ଭକୁ ପଠାନ୍ତି,