Proverbs 22:21 — Compare Translations
5 translations compared side by side
Odia - 1840
"ଏହି ସତ୍ଯତା ରୂପକ ବାକ୍ଯ ତୁମ୍ଭକୁ ସତ୍ଯତା ଗୁରୁତ୍ବପୂର୍ଣ୍ଣ କଥା ଶିକ୍ଷା ଦବେ। ଏହାପ ରେ ତୁମ୍ଭମାନେେ ଉତ୍ତମ ଶିକ୍ଷା ଦଇପୋରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯେପରି ସେମାନଙ୍କୁ ସତ୍ୟ ଉତ୍ତର ଦେଇପାର, ଏଥିପାଇଁ ମୁଁ କʼଣ ତୁମ୍ଭ ପ୍ରତି ଯୁକ୍ତିରେ ଓ ବିଦ୍ୟାରେ ଉତ୍କୃଷ୍ଟ ବାକ୍ୟ ଲେଖି ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଏହି ସତ୍ୟତା ରୂପକ ବାକ୍ୟ ତୁମ୍ଭକୁ ସତ୍ୟତା ଗୁରୁତ୍ୱପୂର୍ଣ୍ଣ କଥା ଶିକ୍ଷା ଦେବ। ଏହା ପରେ ତୁମ୍ଭେମାନେ ଉତ୍ତମ ଶିକ୍ଷା ଦେଇ ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଯେପରି ସେମାନଙ୍କୁ ସତ୍ୟ ଉତ୍ତର ଦେଇ ପାର, ଏଥିପାଇଁ ମୁଁ କʼଣ ତୁମ୍ଭ ପ୍ରତି ଯୁକ୍ତିରେ ଓ ବିଦ୍ୟାରେ ଉତ୍କୃଷ୍ଟ ବାକ୍ୟ ଲେଖି ନାହିଁ?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଯେପରି ସେମାନଙ୍କୁ ସତ୍ୟ ଉତ୍ତର ଦେଇପାର, ଏଥିପାଇଁ ମୁଁ କ’ଣ ତୁମ୍ଭ ପ୍ରତି ଯୁକ୍ତିରେ ଓ ବିଦ୍ୟାରେ ଉତ୍କୃଷ୍ଟ ବାକ୍ୟ ଲେଖି ନାହିଁ?