Proverbs 22:23 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ସମାନଙ୍କେ ପକ୍ଷ ରେ ପ୍ରତିବାଦ କରିବେ। ପୁଣି ଯେଉଁମାନେ ସମାନଙ୍କେ ଦ୍ରବ୍ଯ ଅପହରଣ କରିବେ, ସେ ସମାନଙ୍କେର ପ୍ରାଣ ଅପହରଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ସଦାପ୍ରଭୁ ସେମାନଙ୍କ ପକ୍ଷରେ ପ୍ରତିବାଦ କରିବେ, ପୁଣି ଯେଉଁମାନେ ସେମାନଙ୍କ ଦ୍ରବ୍ୟ ଅପହରଣ କରିବେ, ସେ ସେମାନଙ୍କର ପ୍ରାଣ ଅପହରଣ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସେମାନଙ୍କ ପକ୍ଷରେ ପ୍ରତିବାଦ କରିବେ। ପୁଣି ଯେଉଁମାନେ ସେମାନଙ୍କ ଦ୍ରବ୍ୟ ଅପହରଣ କରିବେ, ସେ ସେମାନଙ୍କର ପ୍ରାଣ ଅପହରଣ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ସଦାପ୍ରଭୁ ସେମାନଙ୍କ ପକ୍ଷରେ ପ୍ରତିବାଦ କରିବେ, ପୁଣି, ଯେଉଁମାନେ ସେମାନଙ୍କ ଦ୍ରବ୍ୟ ଅପହରଣ କରିବେ, ସେ ସେମାନଙ୍କର ପ୍ରାଣ ଅପହରଣ କରିବେ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ସଦାପ୍ରଭୁ ସେମାନଙ୍କ ପକ୍ଷରେ ପ୍ରତିବାଦ କରିବେ, ପୁଣି, ଯେଉଁମାନେ ସେମାନଙ୍କ ଦ୍ରବ୍ୟ ଅପହରଣ କରିବେ, ସେ ସେମାନଙ୍କର ପ୍ରାଣ ଅପହରଣ କରିବେ।