Proverbs 22:24 — Compare Translations

5 translations compared side by side

Odia - 1840
"ରାଗୀ ଲୋକ ସଙ୍ଗ ରେ ମିତ୍ରତା କର ନାହିଁ। ପୁଣି କ୍ରୋଧୀ ଲୋକ ସହିତ ଗମନ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରାଗଶୀଳ ଲୋକ ସଙ୍ଗରେ ମିତ୍ରତା କର ନାହିଁ, ପୁଣି କ୍ରୋଧୀ ଲୋକ ସହିତ ଗମନ କର ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
— 2 — ରାଗୀ ଲୋକ ସଙ୍ଗରେ ମିତ୍ରତା କର ନାହିଁ। ପୁଣି କ୍ରୋଧୀ ଲୋକ ସହିତ ଗମନ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରାଗଶୀଳ ଲୋକ ସଙ୍ଗରେ ମିତ୍ରତା କର ନାହିଁ, ପୁଣି, କ୍ରୋଧୀ ଲୋକ ସହିତ ଗମନ କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ରାଗଶୀଳ ଲୋକ ସଙ୍ଗରେ ମିତ୍ରତା କର ନାହିଁ, ପୁଣି, କ୍ରୋଧୀ ଲୋକ ସହିତ ଗମନ କର ନାହିଁ।