Proverbs 22:27 — Compare Translations
5 translations compared side by side
Odia - 1840
"ଯଦି ତୁମ୍ଭେ ତାହ ଋଣ ନ ଦଇେ ପାରିବ, ତବେେ ତୁମ୍ଭେ ତୁମ୍ଭର ସମସ୍ତ ହରାଇବ। କାହିଁକି ତୁମ୍ଭେ ତୁମ୍ଭର ଶୟ୍ଯା ହରାଇବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ପରିଶୋଧ କରିବାକୁ ତୁମ୍ଭର କିଛି ନ ଥାଏ, ତେବେ ସେ କାହିଁକି ତୁମ୍ଭ ତଳରୁ ତୁମ୍ଭର ଶଯ୍ୟା ନେଇଯିବ?
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେ ଋଣ ନ ଦେଇ ପାରିବ, ତେବେ ତୁମ୍ଭେ ତୁମ୍ଭର ସମସ୍ତ ହରାଇବ। କାହିଁକି ତୁମ୍ଭେ ତୁମ୍ଭର ଶଯ୍ୟା ହରାଇବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେବେ ପରିଶୋଧ କରିବାକୁ ତୁମ୍ଭର କିଛି ନ ଥାଏ, ତେବେ ସେ କାହିଁକି ତୁମ୍ଭ ତଳରୁ ତୁମ୍ଭର ଶଯ୍ୟା ନେଇଯିବ?
Odia IRV 2017 (ଓଡିଆ ବାଇବେଲ)
ଯେବେ ପରିଶୋଧ କରିବାକୁ ତୁମ୍ଭର କିଛି ନ ଥାଏ, ତେବେ ସେ କାହିଁକି ତୁମ୍ଭ ତଳରୁ ତୁମ୍ଭର ଶଯ୍ୟା ନେଇଯିବ?