Proverbs 22:28 — Compare Translations

5 translations compared side by side

Odia - 1840
"ତୁମ୍ଭର ପିତୃ ଲୋକମାନେ ଯେଉଁ ପୁସ୍ତକ ପୁରାତନ ସୀମା ନିର୍ଦ୍ଧାରଣ କରିଛନ୍ତି, ତାହା ଘୁଞ୍ଚାଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ପିତୃଲୋକମାନେ ଯେଉଁ ପୁରାତନ ସୀମା ସ୍ଥାପନ କରିଅଛନ୍ତି, ତାହା ଘୁଞ୍ଚାଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
— 4 — ତୁମ୍ଭର ପିତୃ ଲୋକମାନେ ଯେଉଁ ପୁସ୍ତକ ପୁରାତନ ସୀମା ନିର୍ଦ୍ଧାରଣ କରିଛନ୍ତି, ତାହା ଘୁଞ୍ଚାଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ପିତୃପୁରୁଷମାନେ ଯେଉଁ ପୁରାତନ ସୀମା ସ୍ଥାପନ କରିଅଛନ୍ତି, ତାହା ଘୁଞ୍ଚାଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ପିତୃପୁରୁଷମାନେ ଯେଉଁ ପୁରାତନ ସୀମା ସ୍ଥାପନ କରିଅଛନ୍ତି, ତାହା ଘୁଞ୍ଚାଅ ନାହିଁ।