Proverbs 22:29 — Compare Translations
5 translations compared side by side
Odia - 1840
"ଯଦି ଜଣେ ଲୋକ ତା'ର କାର୍ୟ୍ଯ ରେ ନିପୁଣ ଓ ତତ୍ପର। ତବେେ ସେ ରାଜାଙ୍କର ସବୋ କରିବାକୁ ସକ୍ଷମ, ସେ କୌଣସି ନୀଚ ଲୋକର ସବୋ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କି କୌଣସି ଲୋକକୁ ଆପଣା ବ୍ୟବସାୟରେ ତତ୍ପର ଦେଖୁଅଛ? ସେ ରାଜାମାନଙ୍କ ସମ୍ମୁଖରେ ଠିଆ ହେବ । ସେ ନୀଚ ଲୋକଙ୍କ ଆଗରେ ଠିଆ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
— 5 — ଯଦି ଜଣେ ଲୋକ ତା’ର କାର୍ଯ୍ୟରେ ନିପୁଣ ଓ ତତ୍ପର। ତେବେ ସେ ରାଜାଙ୍କର ସେବା କରିବାକୁ ସକ୍ଷମ, ସେ କୌଣସି ନୀଚ ଲୋକର ସେବା କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କି କୌଣସି ଲୋକକୁ ଆପଣା ବ୍ୟବସାୟରେ ତତ୍ପର ଦେଖୁଅଛ? ସେ ରାଜାମାନଙ୍କ ସମ୍ମୁଖରେ ଠିଆ ହେବ। ସେ ନୀଚ ଲୋକଙ୍କ ଆଗରେ ଠିଆ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କି କୌଣସି ଲୋକକୁ ଆପଣା ବ୍ୟବସାୟରେ ତତ୍ପର ଦେଖୁଅଛ? ସେ ରାଜାମାନଙ୍କ ସମ୍ମୁଖରେ ଠିଆ ହେବ। ସେ ନୀଚ ଲୋକଙ୍କ ଆଗରେ ଠିଆ ହେବ ନାହିଁ।