Proverbs 22:3 — Compare Translations
5 translations compared side by side
Odia - 1840
"ଚତୁର ଲୋକ ବିପଦ ଦେଖେ ଏବଂ ଏହାକୁ ଦୂର କରେ। ମାତ୍ର ଅ ବୋଧ ଲୋକମାନେ ବିପଦକୁ ଆବୋରି ନିଅନ୍ତି ଏବଂ କ୍ଷତିଗ୍ରସ୍ତ ହୁଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଚତୁର ଲୋକ ବିପଦ ଦେଖି ଆପଣାକୁ ଲୁଚାଏ; ମାତ୍ର ଅବୋଧ ଲୋକମାନେ ଆଗ ବଢ଼ି ଶାସ୍ତି ପାଆନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଚତୁର ଲୋକ ବିପଦ ଦେଖେ ଏବଂ ଏହାକୁ ଦୂର କରେ। ମାତ୍ର ଅବୋଧ ଲୋକମାନେ ବିପଦକୁ ଆବୋରି ନିଅନ୍ତି ଏବଂ କ୍ଷତିଗ୍ରସ୍ତ ହୁଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଚତୁର ଲୋକ ବିପଦ ଦେଖି ଆପଣାକୁ ଲୁଚାଏ; ମାତ୍ର ଅବୋଧ ଲୋକମାନେ ଆଗ ବଢ଼ି ଶାସ୍ତି ପାଆନ୍ତି।
Odia IRV 2017 (ଓଡିଆ ବାଇବେଲ)
ଚତୁର ଲୋକ ବିପଦ ଦେଖି ଆପଣାକୁ ଲୁଚାଏ; ମାତ୍ର ଅବୋଧ ଲୋକମାନେ ଆଗ ବଢ଼ି ଶାସ୍ତି ପାଆନ୍ତି।