Proverbs 22:5 — Compare Translations
5 translations compared side by side
Odia - 1840
"କୁଟିଳ ଲୋକମାନଙ୍କ ପଥ କଣ୍ଟକାକୀର୍ଣ୍ଣ ଓ ଫାନ୍ଦପୂର୍ଣ୍ଣ। ଯେ ଆପଣା ପ୍ରାଣ ରକ୍ଷା କରେ, ସମାନଙ୍କେଠାରୁ ଦୂର ରେ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୁଟିଳ ଲୋକମାନଙ୍କ ପଥରେ କଣ୍ଟା ଓ ଫାନ୍ଦ ଥାଏ; ଯେ ଆପଣା ପ୍ରାଣ ରକ୍ଷା କରେ, ସେ ସେସବୁରୁ ଦୂରରେ ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
କୁଟିଳ ଲୋକମାନଙ୍କ ପଥ କଣ୍ଟକାକୀର୍ଣ୍ଣ ଓ ଫାନ୍ଦପୂର୍ଣ୍ଣ। ଯେ ଆପଣା ପ୍ରାଣ ରକ୍ଷା କରେ, ସେମାନଙ୍କଠାରୁ ଦୂରରେ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୁଟିଳ ଲୋକମାନଙ୍କ ପଥରେ କଣ୍ଟା ଓ ଫାନ୍ଦ ଥାଏ; ଯେ ଆପଣା ପ୍ରାଣ ରକ୍ଷା କରେ, ସେ ସେସବୁରୁ ଦୂରରେ ରହିବ।
Odia IRV 2017 (ଓଡିଆ ବାଇବେଲ)
କୁଟିଳ ଲୋକମାନଙ୍କ ପଥରେ କଣ୍ଟା ଓ ଫାନ୍ଦ ଥାଏ; ଯେ ଆପଣା ପ୍ରାଣ ରକ୍ଷା କରେ, ସେ ସେସବୁରୁ ଦୂରରେ ରହିବ।