Proverbs 22:6 — Compare Translations
5 translations compared side by side
Odia - 1840
"ନିଜର ୟୁବାବସ୍ଥା ରେ ସଠିକ୍ ଜୀବନ ଧାରଣ କରିବା ପାଇଁ, ବାଳକକୁ ଶିକ୍ଷା ଦିଅ। ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବାଳକର ଗନ୍ତବ୍ୟ ପଥରେ ତାହାକୁ ଶିକ୍ଷିତ କରାଅ; ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ନିଜର ଯୁବାବସ୍ଥାରେ ସଠିକ୍ ଜୀବନ ଧାରଣ କରିବା ପାଇଁ, ବାଳକକୁ ଶିକ୍ଷା ଦିଅ। ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବାଳକର ଗନ୍ତବ୍ୟ ପଥରେ ତାହାକୁ ଶିକ୍ଷିତ କରାଅ; ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ବାଳକର ଗନ୍ତବ୍ୟ ପଥରେ ତାହାକୁ ଶିକ୍ଷିତ କରାଅ; ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହେବ ନାହିଁ।