Proverbs 22:8 — Compare Translations
5 translations compared side by side
Odia - 1840
"ଯେ ଅଧର୍ମ ବୀଜ ବୁଣେ, ସେ ବିପଦରୂପ ଶସ୍ଯ କାଟିବ ଏବଂ ତାହାର କୋପରୂପ ଦଣ୍ଡ ଲୁପ୍ତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଅଧର୍ମ (ବୀଜ) ବୁଣେ, ସେ ବିପଦରୂପ ଶସ୍ୟ କାଟିବ ଓ ତାହାର କୋପରୂପ ଦଣ୍ତ ଲୁପ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେ ଅଧର୍ମ ବୀଜ ବୁଣେ, ସେ ବିପଦରୂପ ଶସ୍ୟ କାଟିବ ଏବଂ ତାହାର କୋପରୂପ ଦଣ୍ଡ ଲୁପ୍ତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଅଧର୍ମ ବୀଜ ବୁଣେ, ସେ ବିପଦରୂପ ଶସ୍ୟ କାଟିବ ଓ ତାହାର କୋପରୂପ ଦଣ୍ଡ ଲୁପ୍ତ ହେବ।
Odia IRV 2017 (ଓଡିଆ ବାଇବେଲ)
ଯେ ଅଧର୍ମ ବୀଜ ବୁଣେ, ସେ ବିପଦରୂପ ଶସ୍ୟ କାଟିବ ଓ ତାହାର କୋପରୂପ ଦଣ୍ଡ ଲୁପ୍ତ ହେବ।