Proverbs 23:1 — Compare Translations
5 translations compared side by side
Odia - 1840
"ଯେତବେେଳେ ତୁମ୍ଭେ ଶାସନକର୍ତ୍ତା ସହିତ ଭୋଜନ ରେ ବସ ସେତବେେଳେ ତୁମ୍ଭ ସମ୍ମୁଖ ରେ କିଏ ଅଛି, ତାହା ଯତ୍ନପୂର୍ବକ ବିବଚେନା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେବେଳେ ତୁମ୍ଭେ ଶାସନକର୍ତ୍ତା ସହିତ ଭୋଜନରେ ବସ, ସେତେବେଳେ ତୁମ୍ଭ ସମ୍ମୁଖରେ କିଏ ଅଛି, ତାହା ଯନିପୂର୍ବକ ବିବେଚନା କର ।
Odia Bible ERV 2004 (ପବିତ୍ର ବାଇବଲ)
— 6 — ଯେତେବେଳେ ତୁମ୍ଭେ ଶାସନକର୍ତ୍ତା ସହିତ ଭୋଜନରେ ବସ ସେତେବେଳେ ତୁମ୍ଭ ସମ୍ମୁଖରେ କିଏ ଅଛି, ତାହା ଯତ୍ନପୂର୍ବକ ବିବେଚନା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେବେଳେ ତୁମ୍ଭେ ଶାସନକର୍ତ୍ତା ସହିତ ଭୋଜନରେ ବସ, ସେତେବେଳେ ତୁମ୍ଭ ସମ୍ମୁଖରେ କିଏ ଅଛି, ତାହା ଯତ୍ନପୂର୍ବକ ବିବେଚନା କର।
Odia IRV 2017 (ଓଡିଆ ବାଇବେଲ)
ଯେତେବେଳେ ତୁମ୍ଭେ ଶାସନକର୍ତ୍ତା ସହିତ ଭୋଜନରେ ବସ, ସେତେବେଳେ ତୁମ୍ଭ ସମ୍ମୁଖରେ କିଏ ଅଛି, ତାହା ଯତ୍ନପୂର୍ବକ ବିବେଚନା କର।