Proverbs 23:10 — Compare Translations
5 translations compared side by side
Odia - 1840
"ପୁରାତନ ଭୂମିର ଚିହ୍ନ ସୀମା ଘୁଞ୍ଚାଅ ନାହିଁ। ପିତୃମାତୃହୀନମାନଙ୍କର ଭୂମି ନିଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁରାତନ ସୀମା ଘୁଞ୍ଚାଅ ନାହିଁ, ପୁଣି ପିତୃହୀନର କ୍ଷେତ୍ରରେ ପ୍ରବେଶ କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
— 10 — ପୁରାତନ ଭୂମିର ଚିହ୍ନ ସୀମା ଘୁଞ୍ଚାଅ ନାହିଁ। ପିତୃମାତୃହୀନମାନଙ୍କର ଭୂମି ନିଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁରାତନ ସୀମା ଘୁଞ୍ଚାଅ ନାହିଁ, ପୁଣି, ପିତୃହୀନର କ୍ଷେତ୍ରରେ ପ୍ରବେଶ କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁରାତନ ସୀମା ଘୁଞ୍ଚାଅ ନାହିଁ, ପୁଣି, ପିତୃହୀନର କ୍ଷେତ୍ରରେ ପ୍ରବେଶ କର ନାହିଁ।