Proverbs 23:11 — Compare Translations
5 translations compared side by side
Odia - 1840
"କାରଣ ସମାନଙ୍କେ ମୁକ୍ତିକର୍ତ୍ତା ବଳବାନ୍। ସେ ତୁମ୍ଭ ସହିତ ସମାନଙ୍କେ ବିବାଦର ପ୍ରତିବାଦ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନଙ୍କ ମୁକ୍ତିକର୍ତ୍ତା ବଳବାନ; ସେ ତୁମ୍ଭ ସହିତ ସେମାନଙ୍କ ବିବାଦର ପ୍ରତିବାଦ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସେମାନଙ୍କ ମୁକ୍ତିକର୍ତ୍ତା ବଳବାନ୍। ସେ ତୁମ୍ଭ ସହିତ ସେମାନଙ୍କ ବିବାଦର ପ୍ରତିବାଦ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନଙ୍କ ମୁକ୍ତିକର୍ତ୍ତା ବଳବାନ; ସେ ତୁମ୍ଭ ସହିତ ସେମାନଙ୍କ ବିବାଦର ପ୍ରତିବାଦ କରିବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନଙ୍କ ମୁକ୍ତିକର୍ତ୍ତା ବଳବାନ; ସେ ତୁମ୍ଭ ସହିତ ସେମାନଙ୍କ ବିବାଦର ପ୍ରତିବାଦ କରିବେ।