Proverbs 23:13 — Compare Translations
5 translations compared side by side
Odia - 1840
"ପିଲାକୁ ଶାସ୍ତି ଦବୋକୁ ତୃଟି କର ନାହିଁ। ତୁମ୍ଭେ ତାହାକୁ ବାଡ଼ି ରେ ବାଡ଼ଇେଲେ ହେଁ ସେ ମରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପିଲାକୁ ଶାସ୍ତି ଦେବାକୁ ତ୍ରୁଟି କର ନାହିଁ ତୁମ୍ଭେ ତାହାକୁ ବାଡ଼ିରେ ମାରିଲେ ହେଁ ସେ ମରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
— 12 — ପିଲାକୁ ଶାସ୍ତି ଦେବାକୁ ତୃଟି କର ନାହିଁ। ତୁମ୍ଭେ ତାହାକୁ ବାଡ଼ିରେ ବାଡ଼େଇଲେ ହେଁ ସେ ମରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପିଲାକୁ ଶାସ୍ତି ଦେବାକୁ ତ୍ରୁଟି କର ନାହିଁ; ତୁମ୍ଭେ ତାହାକୁ ବାଡ଼ିରେ ମାରିଲେ ହେଁ ସେ ମରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପିଲାକୁ ଶାସ୍ତି ଦେବାକୁ ତ୍ରୁଟି କର ନାହିଁ; ତୁମ୍ଭେ ତାହାକୁ ବାଡ଼ିରେ ମାରିଲେ ହେଁ ସେ ମରିବ ନାହିଁ।