Proverbs 23:14 — Compare Translations

5 translations compared side by side

Odia - 1840
"ତୁମ୍ଭେ ତାକୁ ବାଡ଼ି ରେ ମାରିବ ଓ ପାତାଳରୁ ତାହାର ପ୍ରାଣ ରକ୍ଷା କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ତାହାକୁ ବାଡ଼ିରେ ମାରିବ ଓ ପାତାଳରୁ ତାହାର ପ୍ରାଣ ରକ୍ଷା କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ତାକୁ ବାଡ଼ିରେ ମାରିବ ଓ ପାତାଳରୁ ତାହାର ପ୍ରାଣ ରକ୍ଷା କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ତାହାକୁ ବାଡ଼ିରେ ମାରିବ ଓ ପାତାଳରୁ ତାହାର ପ୍ରାଣ ରକ୍ଷା କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ତାହାକୁ ବାଡ଼ିରେ ମାରିବ ଓ ପାତାଳରୁ ତାହାର ପ୍ରାଣ ରକ୍ଷା କରିବ।