Proverbs 23:16 — Compare Translations
5 translations compared side by side
Odia - 1840
"ତୁମ୍ଭେ ଯଥାର୍ଥ କଥା କହିଲେ ମାରେ ହୃଦଯ ଆନନ୍ଦିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ତୁମ୍ଭ ଓଷ୍ଠ ଯଥାର୍ଥ କଥା କହିଲେ, ମୋହର ଅନ୍ତଃକରଣ ଆହ୍ଲାଦିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯଥାର୍ଥ କଥା କହିଲେ ମୋର ହୃଦୟ ଆନନ୍ଦିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ତୁମ୍ଭ ଓଷ୍ଠ ଯଥାର୍ଥ କଥା କହିଲେ, ମୋହର ଅନ୍ତଃକରଣ ଆହ୍ଲାଦିତ ହେବ।
Odia IRV 2017 (ଓଡିଆ ବାଇବେଲ)
ହଁ, ତୁମ୍ଭ ଓଷ୍ଠ ଯଥାର୍ଥ କଥା କହିଲେ, ମୋହର ଅନ୍ତଃକରଣ ଆହ୍ଲାଦିତ ହେବ।