Proverbs 23:17 — Compare Translations
5 translations compared side by side
Odia - 1840
"ପାପୀଗଣଙ୍କ ପ୍ରତି ଇର୍ଷାଳୁ ହୁଅ ନାହିଁ। ତୁମ୍ଭର ଜୀବନର ସମସ୍ତ ଦିନଗୁଡ଼ିକ ସଦାପ୍ରଭୁଙ୍କ ପ୍ରତି ଇର୍ଷାପରାଯଣ ଭାବରେ ସମ୍ମାନ ଓ ଭୟ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ମନ ପାପୀଗଣକୁ ଈର୍ଷା ନ କରୁ, ପୁଣି ତୁମ୍ଭେ ସମସ୍ତ ଦିନ ସଦାପ୍ରଭୁଙ୍କ ପ୍ରତି ଭୟରେ ଥାଅ।
Odia Bible ERV 2004 (ପବିତ୍ର ବାଇବଲ)
— 14 — ପାପୀଗଣଙ୍କ ପ୍ରତି ଈର୍ଷାଳୁ ହୁଅ ନାହିଁ। ତୁମ୍ଭର ଜୀବନର ସମସ୍ତ ଦିନଗୁଡ଼ିକ ସଦାପ୍ରଭୁଙ୍କ ପ୍ରତି ସମ୍ମାନ ଓ ଭୟ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ମନ ପାପୀଗଣକୁ ଈର୍ଷା ନ କରୁ, ପୁଣି, ତୁମ୍ଭେ ସମସ୍ତ ଦିନ ସଦାପ୍ରଭୁଙ୍କ ପ୍ରତି ଭୟରେ ଥାଅ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ମନ ପାପୀଗଣକୁ ଈର୍ଷା ନ କରୁ, ପୁଣି, ତୁମ୍ଭେ ସମସ୍ତ ଦିନ ସଦାପ୍ରଭୁଙ୍କ ପ୍ରତି ଭୟରେ ଥାଅ।