Proverbs 23:18 — Compare Translations

5 translations compared side by side

Odia - 1840
"ଯେ ହତେୁ ତୁମ୍ଭର ସର୍ବଦା ଭବିଷ୍ଯତ ଅଛି, ତୁମ୍ଭର ଭରସା ଉଚ୍ଛନ୍ନ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପୁରସ୍କାର ନିତା; ଅଛି ଓ ତୁମ୍ଭର ଭରସା ଉଚ୍ଛିନ୍ନ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯେହେତୁ ତୁମ୍ଭର ସର୍ବଦା ଭବିଷ୍ୟତ ଅଛି, ତୁମ୍ଭର ଭରସା ଉଚ୍ଛିନ୍ନ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପୁରସ୍କାର ନିତାନ୍ତ ଅଛି ଓ ତୁମ୍ଭର ଭରସା ଉଚ୍ଛିନ୍ନ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ପୁରସ୍କାର ନିତାନ୍ତ ଅଛି ଓ ତୁମ୍ଭର ଭରସା ଉଚ୍ଛିନ୍ନ ହେବ ନାହିଁ।