Proverbs 23:19 — Compare Translations
5 translations compared side by side
Odia - 1840
"ହେ ମାରେ ପୁତ୍ର, ଶୁଣ, ଜ୍ଞାନୀ ହୁଅ। ପୁଣି ତୁମ୍ଭ ମନକୁ ସତ୍ଯପଥରେ କଢ଼ାଇ ନିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ପୁତ୍ର, ଶୁଣ, ଜ୍ଞାନୀ ହୁଅ, ପୁଣି ତୁମ୍ଭ ମନକୁ ସତ୍ପଥରେ କଢ଼ାଇ ନିଅ ।
Odia Bible ERV 2004 (ପବିତ୍ର ବାଇବଲ)
— 15 — ହେ ମୋର ପୁତ୍ର, ଶୁଣ, ଜ୍ଞାନୀ ହୁଅ। ପୁଣି ତୁମ୍ଭ ମନକୁ ସତ୍ୟପଥରେ କଢ଼ାଇ ନିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପୁତ୍ର, ଶୁଣ, ଜ୍ଞାନୀ ହୁଅ, ପୁଣି, ତୁମ୍ଭ ମନକୁ ସତ୍ପଥରେ କଢ଼ାଇ ନିଅ।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପୁତ୍ର, ଶୁଣ, ଜ୍ଞାନୀ ହୁଅ, ପୁଣି, ତୁମ୍ଭ ମନକୁ ସତ୍ପଥରେ କଢ଼ାଇ ନିଅ।