Proverbs 23:20 — Compare Translations

5 translations compared side by side

Odia - 1840
"ସହେି ଜଣଙ୍କ ପରି ହୁଅ ନାହିଁ, ୟିଏ ଦ୍ରାକ୍ଷାରସ ପାନ କରେ ଆସକ୍ତ ଓ ପଟେୁ ମାଂସ ଭକ୍ଷକ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦ୍ରାକ୍ଷାରସରେ ଆସକ୍ତ ଓ ପେଟାର୍ଥୀ ମାଂସ-ଭୋକ୍ତାମାନଙ୍କ ସଙ୍ଗୀ ହୁଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଜଣକ ପରି ହୁଅ ନାହିଁ, ଯିଏ ଦ୍ରାକ୍ଷାରସ ପାନ କରେ ଆସକ୍ତ ଓ ପେଟୁ ମାଂସ ଭକ୍ଷ୍ୟକ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦ୍ରାକ୍ଷାରସରେ ଆସକ୍ତ ଓ ପେଟାର୍ଥୀ ମାଂସ-ଭୋକ୍ତାମାନଙ୍କ ସଙ୍ଗୀ ହୁଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଦ୍ରାକ୍ଷାରସରେ ଆସକ୍ତ ଓ ପେଟାର୍ଥୀ ମାଂସ-ଭୋକ୍ତାମାନଙ୍କ ସଙ୍ଗୀ ହୁଅ ନାହିଁ।