Proverbs 23:22 — Compare Translations

5 translations compared side by side

Odia - 1840
"ତୁମ୍ଭର ଜନ୍ମଦାତା ପିତାର କଥା ଶୁଣ, ପିତାମାତା ବୃଦ୍ଧା ହେଲେ ତାହାକୁ ତୁଚ୍ଛ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଜନ୍ମଦାତା ପିତାର କଥା ଶୁଣ, ପୁଣି ମାତା ବୃଦ୍ଧା ହେଲେ,ତାହାକୁ ତୁଚ୍ଛ କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
— 16 — ତୁମ୍ଭର ଜନ୍ମଦାତା ପିତାର କଥା ଶୁଣ, ପିତାମାତା ବୃଦ୍ଧା ହେଲେ ତାହାକୁ ତୁଚ୍ଛ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ଜନ୍ମଦାତା ପିତାର କଥା ଶୁଣ, ପୁଣି, ମାତା ବୃଦ୍ଧା ହେଲେ, ତାହାକୁ ତୁଚ୍ଛ କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ଜନ୍ମଦାତା ପିତାର କଥା ଶୁଣ, ପୁଣି, ମାତା ବୃଦ୍ଧା ହେଲେ,ତାହାକୁ ତୁଚ୍ଛ କର ନାହିଁ।