Proverbs 23:24 — Compare Translations

5 translations compared side by side

Odia - 1840
"ଧାର୍ମିକର ପିତା ଅତିଶଯ ଆନନ୍ଦ କରେ। ପୁଣି ଜ୍ଞାନୀ ସନ୍ତାନର ଜନ୍ମଦାତା ତାହା ହତେୁ ହୃଷ୍ଟ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧାର୍ମିକର ପିତା ଅତିଶୟ ଆନନ୍ଦ କରେ, ପୁଣି ଜ୍ଞାନୀ ସନ୍ତାନର ଜନ୍ମଦାତା ତାହା ହେତୁ ହୃଷ୍ଟ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ଧାର୍ମିକର ପିତା ଅତିଶୟ ଆନନ୍ଦ କରେ। ପୁଣି ଜ୍ଞାନୀ ସନ୍ତାନର ଜନ୍ମଦାତା ତାହା ହେତୁ ହୃଷ୍ଟ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧାର୍ମିକର ପିତା ଅତିଶୟ ଆନନ୍ଦ କରେ, ପୁଣି, ଜ୍ଞାନୀ ସନ୍ତାନର ଜନ୍ମଦାତା ତାହା ହେତୁ ହୃଷ୍ଟ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଧାର୍ମିକର ପିତା ଅତିଶୟ ଆନନ୍ଦ କରେ, ପୁଣି, ଜ୍ଞାନୀ ସନ୍ତାନର ଜନ୍ମଦାତା ତାହା ହେତୁ ହୃଷ୍ଟ ହୁଏ।