Proverbs 23:25 — Compare Translations
5 translations compared side by side
Odia - 1840
"ତୁମ୍ଭର ପିତା ଓ ତୁମ୍ଭର ମାତା ହୃଷ୍ଟ ହୁଅନ୍ତୁ। ତୁମ୍ଭର ମାତା ଆନନ୍ଦ କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ପିତା ଓ ତୁମ୍ଭର ମାତା ହୃଷ୍ଟ ହେଉନ୍ତୁ, ତୁମ୍ଭର ଗର୍ଭଧାରିଣୀ ଆନନ୍ଦ କରୁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ପିତା ଓ ତୁମ୍ଭର ମାତା ହୃଷ୍ଟ ହୁଅନ୍ତୁ। ତୁମ୍ଭର ମାତା ଆନନ୍ଦ କରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ପିତା ଓ ତୁମ୍ଭର ମାତା ହୃଷ୍ଟ ହେଉନ୍ତୁ, ତୁମ୍ଭର ଗର୍ଭଧାରିଣୀ ଆନନ୍ଦ କରୁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ପିତା ଓ ତୁମ୍ଭର ମାତା ହୃଷ୍ଟ ହେଉନ୍ତୁ, ତୁମ୍ଭର ଗର୍ଭଧାରିଣୀ ଆନନ୍ଦ କରୁ।