Proverbs 23:26 — Compare Translations

5 translations compared side by side

Odia - 1840
"ହେ ମାରେ ପୁତ୍ର, ତୁମ୍ଭର ହୃଦଯ ମାେତେ ଦିଅ। ତୁମ୍ଭର ଚକ୍ଷୁ ମାେ ପଥରେ ତୁଷ୍ଟ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ପୁତ୍ର, ତୁମ୍ଭ ହୃଦୟ ମୋତେ ଦିଅ, ପୁଣି ତୁମ୍ଭ ଚକ୍ଷୁ ମୋʼ ପଥରେ ତୁଷ୍ଟ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
— 17 — ହେ ମୋର ପୁତ୍ର, ତୁମ୍ଭର ହୃଦୟ ମୋତେ ଦିଅ। ତୁମ୍ଭର ଚକ୍ଷୁ ମୋ’ ପଥରେ ତୁଷ୍ଟ ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପୁତ୍ର, ତୁମ୍ଭ ହୃଦୟ ମୋତେ ଦିଅ, ପୁଣି, ତୁମ୍ଭ ଚକ୍ଷୁ ମୋʼ ପଥରେ ତୁଷ୍ଟ ହେଉ।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପୁତ୍ର, ତୁମ୍ଭ ହୃଦୟ ମୋତେ ଦିଅ, ପୁଣି, ତୁମ୍ଭ ଚକ୍ଷୁ ମୋ’ ପଥରେ ତୁଷ୍ଟ ହେଉ।