Proverbs 23:27 — Compare Translations
5 translations compared side by side
Odia - 1840
"ବେଶ୍ଯା ହେଉଛି ଗଭୀର ଖାତ ତୁଲ୍ଯ। ଜଣେ ବ୍ଯଭିଚାରୀଣି ଏକ ସଂକୀର୍ଣ୍ଣ କୂପ ତୁଲ୍ଯ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ବେଶ୍ୟା ଗଭୀର ଖାତ, ପୁଣି ପର-ସ୍ତ୍ରୀ ସଙ୍କୀର୍ଣ୍ଣ କୂପ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ବେଶ୍ୟା ହେଉଛି ଗଭୀର ଖାତ ତୁଲ୍ୟ। ଜଣେ ବ୍ୟଭିଗ୍ଭରୀଣି ଏକ ସଂକୀର୍ଣ୍ଣ କୂପ ତୁଲ୍ୟ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ବେଶ୍ୟା ଗଭୀର ଖାତ, ପୁଣି, ପରସ୍ତ୍ରୀ ସଂକୀର୍ଣ୍ଣ କୂପ ଅଟେ।
Odia IRV 2017 (ଓଡିଆ ବାଇବେଲ)
କାରଣ ବେଶ୍ୟା ଗଭୀର ଖାତ, ପୁଣି, ପରସ୍ତ୍ରୀ ସଙ୍କୀର୍ଣ୍ଣ କୂପ ଅଟେ।