Proverbs 23:28 — Compare Translations
5 translations compared side by side
Odia - 1840
"ଜଣେ ଖରାପ ସ୍ତ୍ରୀ ଲୋକ ଚୋର ପରି ଆକସ୍ମିକ ଆକ୍ରମଣ କରେ, ସେ ମନୁଷ୍ଯମାନଙ୍କ ମଧିଅରେ ଅବିଶ୍ବାସୀମାନଙ୍କର ସଂଖ୍ଯା ବଢ଼ାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ସେ ଡକାୟତ ପରି ଛକି ବସେ, ପୁଣି ମନୁଷ୍ୟମାନଙ୍କ ମଧ୍ୟରେ ବିଶ୍ଵାସଘାତକମାନଙ୍କ ସଂଖ୍ୟା ବଢ଼ାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଖରାପ ସ୍ତ୍ରୀଲୋକ ଗ୍ଭେର ପରି ଆକସ୍ମିକ ଆକ୍ରମଣ କରେ, ସେ ମନୁଷ୍ୟମାନଙ୍କ ମଧ୍ୟରେ ଅବିଶ୍ୱାସୀମାନଙ୍କର ସଂଖ୍ୟା ବଢ଼ାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ସେ ଡକାୟତ ପରି ଛକି ବସେ, ପୁଣି, ମନୁଷ୍ୟମାନଙ୍କ ମଧ୍ୟରେ ବିଶ୍ୱାସଘାତକମାନଙ୍କ ସଂଖ୍ୟା ବଢ଼ାଏ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ସେ ଡକାୟତ ପରି ଛକି ବସେ, ପୁଣି, ମନୁଷ୍ୟମାନଙ୍କ ମଧ୍ୟରେ ବିଶ୍ୱାସଘାତକମାନଙ୍କ ସଂଖ୍ୟା ବଢ଼ାଏ।
Recommended Reading