Proverbs 23:29 — Compare Translations

5 translations compared side by side

Odia - 1840
"ଯେଉଁମାନେ ଅତ୍ଯନ୍ତ ମଦ୍ଯପ ଏବଂ ସବୁ ସମୟ ମଦ୍ଯ ପାନ ରେ ଉପ ଯୋଗ କରନ୍ତି, ଏହା ଲୋକମାନଙ୍କ ପାଇଁ ବହୁ କ୍ଷତିକାରକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାହାର ହାହାକାର? କାହାର ଓକାର? କାହାର କଳି? କାହାର ବକାବକି? କାହାର ଅକାରଣ କ୍ଷତ? କାହାର ରକ୍ତବର୍ଣ୍ଣ ଚକ୍ଷୁଣ?
Odia Bible ERV 2004 (ପବିତ୍ର ବାଇବଲ)
— 18 — ଯେଉଁମାନେ ଅତ୍ୟନ୍ତ ମଦ୍ୟପ ଏବଂ ସବୁ ସମୟ ମଦ୍ୟ ପାନରେ ଉପଯୋଗ କରନ୍ତି, ଏହା ଲୋକମାନଙ୍କ ପାଇଁ ବହୁ କ୍ଷତିକାରକ। ସେହିମାନଙ୍କର ବହୁତ ଝଗଡ଼ା ଓ ଯୁକ୍ତି ହୁଏ। ତାହାର ଆଖି ରକ୍ତବର୍ଣ୍ଣ ଦେଖାଯାଏ। ସେ ନିଜେ ନିଜେ ତା’ର କ୍ଷତବିକ୍ଷତ କରେ। ଏଥିରୁ କ୍ଷାନ୍ତ ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାହାର ହାହାକାର? କାହାର ଓକାର? କାହାର କଳି? କାହାର ବକାବକି? କାହାର ଅକାରଣ କ୍ଷତ? କାହାର ରକ୍ତବର୍ଣ୍ଣ ଚକ୍ଷୁ?
Odia IRV 2017 (ଓଡିଆ ବାଇବେଲ)
କାହାର ହାହାକାର? କାହାର ଓକାର? କାହାର କଳି? କାହାର ବକାବକି? କାହାର ଅକାରଣ କ୍ଷତ? କାହାର ରକ୍ତବର୍ଣ୍ଣ ଚକ୍ଷୁ?