Proverbs 23:3 — Compare Translations
5 translations compared side by side
Odia - 1840
"ତାହାର ସୁସ୍ବାଦୁ ଖାଦ୍ୟକୁ ଲୋଭ କର ନାହିଁ। ଯେ ହତେୁ ତାହା ପ୍ରବଞ୍ଚନା ଜନକ ଖାଦ୍ୟ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ସୁସ୍ଵାଦୁ ଖାଦ୍ୟକୁ ଲୋଭ କର ନାହିଁ; ଯେହେତୁ ତାହା ପ୍ରବଞ୍ଚନାଜନକ ଖାଦ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ତାହାର ସୁସ୍ୱାଦୁ ଖାଦ୍ୟକୁ ଲୋଭ କର ନାହିଁ। ଯେହେତୁ ତାହା ପ୍ରବଞ୍ଚନା ଜନକ ଖାଦ୍ୟ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ସୁସ୍ୱାଦୁ ଖାଦ୍ୟକୁ ଲୋଭ କର ନାହିଁ; ଯେହେତୁ ତାହା ପ୍ରବଞ୍ଚନାଜନକ ଖାଦ୍ୟ।
Odia IRV 2017 (ଓଡିଆ ବାଇବେଲ)
ତାହାର ସୁସ୍ୱାଦୁ ଖାଦ୍ୟକୁ ଲୋଭ କର ନାହିଁ; ଯେହେତୁ ତାହା ପ୍ରବଞ୍ଚନାଜନକ ଖାଦ୍ୟ।