Proverbs 23:30 — Compare Translations

4 translations compared side by side

Odia - 1840
"ସହେିମାନଙ୍କର ବହୁତ ଝଗଡ଼ା ଓ ୟୁକ୍ତି ହୁଏ। ତାହାର ଆଖି ରକ୍ତବର୍ଣ୍ଣ ଦଖାୟୋଏ। ସେ ନିଜେ ନିଜେ ତା'ର କ୍ଷତବିକ୍ଷତ କରେ। ଏଥିରୁ କ୍ଷାନ୍ତ ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ଦ୍ରାକ୍ଷାରସ ପାନରେ ବହୁ କାଳ ବସିଥାʼନ୍ତି, ଯେଉଁମାନେ ମିଶ୍ରିତ ସୁରା ଖୋଜି ବୁଲନ୍ତି, ସେମାନଙ୍କର ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ଦ୍ରାକ୍ଷାରସ ପାନରେ ବହୁ କାଳ ବସିଥାʼନ୍ତି, ଯେଉଁମାନେ ମିଶ୍ରିତ ସୁରା ଖୋଜି ବୁଲନ୍ତି, ସେମାନଙ୍କର।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ଦ୍ରାକ୍ଷାରସ ପାନରେ ବହୁ କାଳ ବସିଥା’ନ୍ତି, ଯେଉଁମାନେ ମିଶ୍ରିତ ସୁରା ଖୋଜି ବୁଲନ୍ତି, ସେମାନଙ୍କର।

Recommended Reading