Proverbs 23:31 — Compare Translations
5 translations compared side by side
Odia - 1840
"ଦ୍ରାକ୍ଷାରସ ରଙ୍ଗୀନ୍ ହେଲେ, ତାହା ପାତ୍ର ରେ ଚକମକ ଦଖାୟୋଏ ଓ ସହଜ ରେ ଗଳାଧଃକରଣ ହେଲେ ମଧ୍ଯ ତୁମ୍ଭେ ତାକୁ ଅନାଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦ୍ରାକ୍ଷାରସ ରଙ୍ଗିୟା ହେଲେ ଓ ପାତ୍ରରେ ଚକମକାଇଲେ ଓ ସହଜେ ଗଳାଧଃକରଣ ହେଲେ, ତୁମ୍ଭେ ତାକୁ ଅନାଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଦ୍ରାକ୍ଷାରସ ରଙ୍ଗୀନ୍ ହେଲେ, ତାହା ପାତ୍ରରେ ଚକମକ ଦେଖାଯାଏ ଓ ସହଜରେ ଗଳାଧଃକରଣ ହେଲେ ମଧ୍ୟ ତୁମ୍ଭେ ତାକୁ ଅନାଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦ୍ରାକ୍ଷାରସ ରଙ୍ଗିୟା ହେଲେ, ପାତ୍ରରେ ଚକମକାଇଲେ ଓ ସହଜେ ଗଳାଧଃକରଣ ହେଲେ, ତୁମ୍ଭେ ତାକୁ ଅନାଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଦ୍ରାକ୍ଷାରସ ରଙ୍ଗିୟା ହେଲେ, ପାତ୍ରରେ ଚକମକାଇଲେ ଓ ସହଜେ ଗଳାଧଃକରଣ ହେଲେ, ତୁମ୍ଭେ ତାକୁ ଅନାଅ ନାହିଁ।