Proverbs 23:33 — Compare Translations

5 translations compared side by side

Odia - 1840
"ତୁମ୍ଭର ଚକ୍ଷୁ ବିପରୀତ ବିଷଯ ଦେଖିବ, ତୁମ୍ଭର ମନ ଏବଂ ଭାଷଣ ଦ୍ବନ୍ଦପୂର୍ଣ୍ଣ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଚକ୍ଷୁ ବିପରୀତ ବିଷୟ ଦେଖିବ, ତୁମ୍ଭ ହୃଦୟ କୁଟିଳ କଥା କହିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଚକ୍ଷୁ ବିପରୀତ ବିଷୟ ଦେଖିବ, ତୁମ୍ଭର ମନ ଏବଂ ଭାଷଣ ଦ୍ୱନ୍ଦପୂର୍ଣ୍ଣ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଚକ୍ଷୁ ବିପରୀତ ବିଷୟ ଦେଖିବ, ତୁମ୍ଭ ହୃଦୟ କୁଟିଳ କଥା କହିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଚକ୍ଷୁ ବିପରୀତ ବିଷୟ ଦେଖିବ, ତୁମ୍ଭ ହୃଦୟ କୁଟିଳ କଥା କହିବ।