Proverbs 23:34 — Compare Translations
5 translations compared side by side
Odia - 1840
"ତୁମ୍ଭେ ସମୁଦ୍ର ମଧିଅରେ ଶଯନକାରୀ ଅବା ଜାହାଜର ମାସ୍ତୁଲ ଉପ ରେ ଶଯନକାରୀ ଲୋକତୁଲ୍ଯ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେ ସମୁଦ୍ର ମଧ୍ୟରେ ଶୟନକାରୀ କିଅବା ଜାହାଜର ମାସ୍ତୁଲ ଉପରେ ଶୟନକାରୀ ଲୋକ ତୁଲ୍ୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସମୁଦ୍ର ମଧ୍ୟରେ ଶୟନକାରୀ ଅବା ଜାହାଜର ମାସ୍ତୁଲ ଉପରେ ଶୟନକାରୀ ଲୋକତୁଲ୍ୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ ସମୁଦ୍ର ମଧ୍ୟରେ ଶୟନକାରୀ କିଅବା ଜାହାଜର ମାସ୍ତୁଲ ଉପରେ ଶୟନକାରୀ ଲୋକ ତୁଲ୍ୟ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ ସମୁଦ୍ର ମଧ୍ୟରେ ଶୟନକାରୀ କିଅବା ଜାହାଜର ମାସ୍ତୁଲ ଉପରେ ଶୟନକାରୀ ଲୋକ ତୁଲ୍ୟ ହେବ।
Recommended Reading