Proverbs 23:5 — Compare Translations

5 translations compared side by side

Odia - 1840
"ତୁମ୍ଭେ ଧନକୁ ଦେଖିବା ପୂର୍ବରୁ ସେ ପଳାଏ। କାରଣ ଧନ ଉଡ଼ୁଥିବା ଉତ୍କ୍ରୋଶ ପକ୍ଷୀ ପରି ଡ଼ଣୋ ପାଏ ଏବଂ ଉଡ଼ିୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାହା ନାହିଁ, ତୁମ୍ଭେ କି ତହିଁ ପ୍ରତି ଆପଣା ଚକ୍ଷୁ ନିର୍ଦ୍ଦେଶ କରିବ? କାରଣ ଆକାଶରେ ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ନିଶ୍ଚୟ ଧନ ଆପଣା ପାଇଁ ପକ୍ଷ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଧନକୁ ଦେଖିବା ପୂର୍ବରୁ ସେ ପଳାଏ। କାରଣ ଧନ ଉଡ଼ୁଥିବା ଉତ୍କ୍ରୋଶପକ୍ଷୀ ପରି ଡେଣା ପାଏ ଏବଂ ଉଡ଼ିଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାହା ନାହିଁ, ତୁମ୍ଭେ କି ତହିଁ ପ୍ରତି ଆପଣା ଚକ୍ଷୁ ନିର୍ଦ୍ଦେଶ କରିବ? କାରଣ ଆକାଶରେ ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ନିଶ୍ଚୟ ଧନ ଆପଣା ପାଇଁ ପକ୍ଷ କରେ।
Odia IRV 2017 (ଓଡିଆ ବାଇବେଲ)
ଯାହା ନାହିଁ, ତୁମ୍ଭେ କି ତହିଁ ପ୍ରତି ଆପଣା ଚକ୍ଷୁ ନିର୍ଦ୍ଦେଶ କରିବ? କାରଣ ଆକାଶରେ ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ନିଶ୍ଚୟ ଧନ ଆପଣା ପାଇଁ ପକ୍ଷ କରେ।