Proverbs 23:6 — Compare Translations

5 translations compared side by side

Odia - 1840
"ଜଣେ ଲୋକ ସହିତ ଖାଦ୍ୟ ଖାଅ ନାହିଁ। ୟିଏ କୃପଣ ଏବଂ ତାହାର ସୁସ୍ବାଦୁ ଖାଦ୍ୟ ଖାଇବାକୁ କାମନା କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୁଦୃଷ୍ଟି ଲୋକର ଆହାର ଖାଅ ନାହିଁ, ପୁଣି ତାହାର ସୁସ୍ଵାଦୁ ଖାଦ୍ୟକୁ ଲୋଭ କର ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
— 8 — ଜଣେ ଲୋକ ସହିତ ଖାଦ୍ୟ ଖାଅ ନାହିଁ। ଯିଏ କୃପଣ ଏବଂ ତାହାର ସୁସ୍ୱାଦୁ ଖାଦ୍ୟ ଖାଇବାକୁ କାମନା କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୁଦୃଷ୍ଟି ଲୋକର ଆହାର ଖାଅ ନାହିଁ, ପୁଣି, ତାହାର ସୁସ୍ୱାଦୁ ଖାଦ୍ୟକୁ ଲୋଭ କର ନାହିଁ;
Odia IRV 2017 (ଓଡିଆ ବାଇବେଲ)
କୁଦୃଷ୍ଟି ଲୋକର ଆହାର ଖାଅ ନାହିଁ, ପୁଣି, ତାହାର ସୁସ୍ୱାଦୁ ଖାଦ୍ୟକୁ ଲୋଭ କର ନାହିଁ;