Proverbs 23:7 — Compare Translations
5 translations compared side by side
Odia - 1840
"ସେ ହେଉଛି ଏହିପରି ଲୋକ ଯେ କି ସର୍ବଦା ମୂଲ୍ଯ କଥା ଚିନ୍ତା କରେ। ସେ ଏପରି ତୁମ୍ଭକୁ କହିପା ରେ, ଖାଅ ପିଅ କିନ୍ତୁ ତାହା ତା'ର ଅନ୍ତରର କଥା ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ଯେରୂପ ମନରେ ନିଜେ ଭାବେ, ସେ ସେରୂପ ଅଟେ; ସେ ଖାଅ ପିଅ ବୋଲି ତୁମ୍ଭକୁ କହେ ସତ୍ୟ, ମାତ୍ର ତୁମ୍ଭଠାରେ ତାହାର ମନ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ହେଉଛି ଏହିପରି ଲୋକ ଯେ କି ସର୍ବଦା ମୂଲ୍ୟ କଥା ଚିନ୍ତା କରେ। ସେ ଏପରି ତୁମ୍ଭକୁ କହିପାରେ, “ଖାଅ ପିଅ” କିନ୍ତୁ ତାହା ତା’ର ଅନ୍ତରର କଥା ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ଯେରୂପ ମନରେ ନିଜେ ଭାବେ, ସେ ସେରୂପ ଅଟେ; ସେ ଖାଅ ପିଅ ବୋଲି ତୁମ୍ଭକୁ କହେ ସତ୍ୟ, ମାତ୍ର ତୁମ୍ଭଠାରେ ତାହାର ମନ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ଯେରୂପ ମନରେ ନିଜେ ଭାବେ, ସେ ସେରୂପ ଅଟେ; ସେ ଖାଅ ପିଅ ବୋଲି ତୁମ୍ଭକୁ କହେ ସତ୍ୟ, ମାତ୍ର ତୁମ୍ଭଠାରେ ତାହାର ମନ ନାହିଁ।