Proverbs 23:8 — Compare Translations

5 translations compared side by side

Odia - 1840
"ତୁମ୍ଭେ ଯେଉଁ ଗୁଣ୍ଡାଏ ଖାଦ୍ୟ ଖାଇଅଛ ତାହା ଉଦ୍ଗାର କରିବ ଏବଂ ତୁମ୍ଭର ତା ପ୍ରତି ପ୍ରଶଂସା ବକୋର ହାଇଯେିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯେଉଁ କଳକ ଖାଇଅଛ, ତାହା ଉଦ୍ଗାର କରିବ; ପୁଣି, ତୁମ୍ଭର ମଧୁର ବାକ୍ୟ ହରାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯେଉଁ ଗୁଣ୍ଡାଏ ଖାଦ୍ୟ ଖାଇଅଛ ତାହା ଉ‌‌‌ଦ୍‌‌‌ଗାର କରିବ ଏବଂ ତୁମ୍ଭର ତା’ ପ୍ରତି ପ୍ରଶଂସା ବେକାର ହୋଇଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଯେଉଁ ଅଳ୍ପ ଖାଇଅଛ, ତାହା ଉଦ୍ଗାର କରିବ; ପୁଣି, ତୁମ୍ଭର ମଧୁର ବାକ୍ୟ ହରାଇବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଯେଉଁ ଅଳ୍ପ ଖାଇଅଛ, ତାହା ଉଦ୍‍ଗାର କରିବ; ପୁଣି, ତୁମ୍ଭର ମଧୁର ବାକ୍ୟ ହରାଇବ।