Proverbs 23:9 — Compare Translations
5 translations compared side by side
Odia - 1840
"ମୂର୍ଖର କର୍ଣ୍ଣଗୋଚର ରେ କଥା କୁହ ନାହିଁ। ଯେ ହତେୁ ସେ ତୁମ୍ଭ ବାକ୍ଯର ବିଜ୍ଞତା ତୁଚ୍ଛ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୂର୍ଖର କର୍ଣ୍ଣଗୋଚରରେ କଥା କୁହ ନାହିଁ, ଯେହେତୁ ସେ ତୁମ୍ଭ ବାକ୍ୟର ବିଜ୍ଞତା ତୁଚ୍ଛ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
— 9 — ମୂର୍ଖର କର୍ଣ୍ଣଗୋଚରରେ କଥା କୁହ ନାହିଁ। ଯେହେତୁ ସେ ତୁମ୍ଭ ବାକ୍ୟର ବିଜ୍ଞତା ତୁଚ୍ଛ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୂର୍ଖର କର୍ଣ୍ଣଗୋଚରରେ କଥା କୁହ ନାହିଁ, ଯେହେତୁ ସେ ତୁମ୍ଭ ବାକ୍ୟର ବିଜ୍ଞତା ତୁଚ୍ଛ କରିବ।
Odia IRV 2017 (ଓଡିଆ ବାଇବେଲ)
ମୂର୍ଖର କର୍ଣ୍ଣଗୋଚରରେ କଥା କୁହ ନାହିଁ, ଯେହେତୁ ସେ ତୁମ୍ଭ ବାକ୍ୟର ବିଜ୍ଞତା ତୁଚ୍ଛ କରିବ।
Recommended Reading