Proverbs 24:10 — Compare Translations
5 translations compared side by side
Odia - 1840
"ବିପଦ ଦିନ ରେ ତୁମ୍ଭେ ଯଦି ଭୀରୁ ଦଖାଇବେ, ତବେେ ତୁମ୍ଭର ଶକ୍ତି କ୍ଷୀଣ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିପଦର ଦିନରେ ତୁମ୍ଭେ ଯେବେ ସାହସହୀନ ହେବ, ତେବେ ତୁମ୍ଭର ଶକ୍ତି ଅଳ୍ପ ।
Odia Bible ERV 2004 (ପବିତ୍ର ବାଇବଲ)
— 24 — ବିପଦ ଦିନରେ ତୁମ୍ଭେ ଯଦି ଭୀରୁ ଦେଖାଇବ, ତେବେ ତୁମ୍ଭର ଶକ୍ତି କ୍ଷୀଣ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିପଦର ଦିନରେ ତୁମ୍ଭେ ଯେବେ ସାହସହୀନ ହେବ, ତେବେ ତୁମ୍ଭର ଶକ୍ତି ଅଳ୍ପ।
Odia IRV 2017 (ଓଡିଆ ବାଇବେଲ)
ବିପଦର ଦିନରେ ତୁମ୍ଭେ ଯେବେ ସାହସହୀନ ହେବ, ତେବେ ତୁମ୍ଭର ଶକ୍ତି ଅଳ୍ପ।