Proverbs 24:11 — Compare Translations

5 translations compared side by side

Odia - 1840
"ଯଦି ଲୋକମାନେ ଯୋଜନା କରନ୍ତି ଏକ ଲୋକକୁ ହତ୍ଯା କରିବାକୁ, ତବେେ ତୁମ୍ଭେ ତାଙ୍କୁ ରକ୍ଷା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୃତ୍ୟୁ ନିମନ୍ତେ ଘେନା ଯିବା ଲୋକମାନଙ୍କୁ ଉଦ୍ଧାର କର ଓ ହତ ହେବା ନିମନ୍ତେ ଉଦ୍ୟତ ଲୋକମାନଙ୍କୁ ରକ୍ଷା କରିବା ପାଇଁ କ୍ଷା; ହୁଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
— 25 — ଯଦି ଲୋକମାନେ ଯୋଜନା କରନ୍ତି ଏକ ଲୋକକୁ ହତ୍ୟା କରିବାକୁ, ତେବେ ତୁମ୍ଭେ ତାଙ୍କୁ ରକ୍ଷା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୃତ୍ୟୁୁ ନିମନ୍ତେ ନିଆଯିବା ଲୋକମାନଙ୍କୁ ଉଦ୍ଧାର କର ଓ ହତ ହେବା ନିମନ୍ତେ ଉଦ୍ୟତ ଲୋକମାନଙ୍କୁ ରକ୍ଷା କରିବା ପାଇଁ କ୍ଷାନ୍ତ ହୁଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୃତ୍ୟୁୁ ନିମନ୍ତେ ନିଆ ଯିବା ଲୋକମାନଙ୍କୁ ଉଦ୍ଧାର କର ଓ ହତ ହେବା ନିମନ୍ତେ ଉଦ୍ୟତ ଲୋକମାନଙ୍କୁ ରକ୍ଷା କରିବା ପାଇଁ କ୍ଷାନ୍ତ ହୁଅ ନାହିଁ।