Proverbs 24:12 — Compare Translations

5 translations compared side by side

Odia - 1840
"ତୁମ୍ଭେ ଏପରି କୁହ ନାହିଁ, ଏହା ମାରେ କର୍ତ୍ତବ୍ଯ ନୁହେଁ। ଯେ ହତେୁ ସଦାପ୍ରଭୁ ସମସ୍ତ ବିଷଯ ଜାଣନ୍ତି। ସଦାପ୍ରଭୁ ତୁମ୍ଭର ପ୍ରେତ୍ୟକକ କର୍ମକୁ ଦେଖୁଛନ୍ତି। ତୁମ୍ଭେ କ'ଣସବୁ କରୁଅଛ। ତେଣୁ ସଦାପ୍ରଭୁ ତୁମ୍ଭର ଉତ୍ତମ କାର୍ୟ୍ଯ ପାଇଁ ତୁମ୍ଭକୁ ପୁରସ୍କୃତ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ତୁମ୍ଭେ କୁହ, ଦେଖ, ଆମ୍ଭେମାନେ ଏହା ଜାଣି ନାହୁଁ, ତେବେ ଅନ୍ତଃକରଣ ତୌଲିବାକର୍ତ୍ତା କʼଣ ତାହା ବୁଝନ୍ତି ନାହିଁ? ପୁଣି, ତୁମ୍ଭ ପ୍ରାଣର ରକ୍ଷାକର୍ତ୍ତା କʼଣ ତାହା ଜାଣନ୍ତି ନାହିଁ? ଆଉ, ସେ କʼଣ ପ୍ରତି ଜଣକୁ ଆପଣା କର୍ମାନୁସାରେ ପ୍ରତିଫଳ ଦେବେ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଏପରି କୁହ ନାହିଁ, “ଏହା ମୋର କର୍ତ୍ତବ୍ୟ ନୁହେଁ।” ଯେହେତୁ ସଦାପ୍ରଭୁ ସମସ୍ତ ବିଷୟ ଜାଣନ୍ତି। ସଦାପ୍ରଭୁ ତୁମ୍ଭର ପ୍ରତ୍ୟେକ କର୍ମକୁ ଦେଖୁଛନ୍ତି। ତୁମ୍ଭେ କ’ଣ ସବୁ କରୁଅଛ। ତେଣୁ ସଦାପ୍ରଭୁ ତୁମ୍ଭର ଉତ୍ତମ କାର୍ଯ୍ୟ ପାଇଁ ତୁମ୍ଭକୁ ପୁରସ୍କୃତ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ତୁମ୍ଭେ କୁହ, ଦେଖ, ଆମ୍ଭେମାନେ ଏହା ଜାଣି ନାହୁଁ, ତେବେ ଅନ୍ତଃକରଣ ତୌଲିବା କର୍ତ୍ତା କʼଣ ତାହା ବୁଝନ୍ତି ନାହିଁ? ପୁଣି, ତୁମ୍ଭ ପ୍ରାଣର ରକ୍ଷାକର୍ତ୍ତା କʼଣ ତାହା ଜାଣନ୍ତି ନାହିଁ? ଆଉ, ସେ କʼଣ ପ୍ରତି ଜଣକୁ ଆପଣା କର୍ମାନୁସାରେ ପ୍ରତିଫଳ ଦେବେ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଯଦି ତୁମ୍ଭେ କୁହ, ଦେଖ, ଆମ୍ଭେମାନେ ଏହା ଜାଣି ନାହୁଁ, ତେବେ ଅନ୍ତଃକରଣ ତୌଲିବାକର୍ତ୍ତା କ’ଣ ତାହା ବୁଝନ୍ତି ନାହିଁ? ପୁଣି, ତୁମ୍ଭ ପ୍ରାଣର ରକ୍ଷାକର୍ତ୍ତା କ’ଣ ତାହା ଜାଣନ୍ତି ନାହିଁ? ଆଉ, ସେ କ’ଣ ପ୍ରତି ଜଣକୁ ଆପଣା କର୍ମାନୁସାରେ ପ୍ରତିଫଳ ଦେବେ ନାହିଁ?