Proverbs 24:13 — Compare Translations
5 translations compared side by side
Odia - 1840
"ହେ ମାରେ ପୁତ୍ର, ତୁମ୍ଭେ ମହୁ ଖାଅ। ଯେ ହତେୁ ତାହା ଭଲ। ତୁମ୍ଭେ ମଧୁ ଚାଖି ଖାଅ, ଯେ ହତେୁ ତାହା ତୁମ୍ଭକୁ ସୁସ୍ବାଦୁ ଲାଗିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ପୁତ୍ର, ତୁମ୍ଭେ ମଧୁ ଖାଅ, ଯେହେତୁ ତାହା ଭଲ; ପୁଣି, ମଧୁଚାକ ଖାଅ, ଯେହେତୁ ତାହା ତୁମ୍ଭ ତୁଣ୍ତକୁ ସୁସ୍ଵାଦୁ ଲାଗିବ ।
Odia Bible ERV 2004 (ପବିତ୍ର ବାଇବଲ)
— 26 — ହେ ମୋର ପୁତ୍ର, ତୁମ୍ଭେ ମହୁ ଖାଅ। ଯେହେତୁ ତାହା ଭଲ। ତୁମ୍ଭେ ମଧୁ ଗ୍ଭଖି ଖାଅ, ଯେହେତୁ ତାହା ତୁମ୍ଭକୁ ସୁସ୍ୱାଦୁ ଲାଗିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପୁତ୍ର, ତୁମ୍ଭେ ମଧୁ ଖାଅ, ଯେହେତୁ ତାହା ଭଲ; ପୁଣି, ମଧୁଚାକ ଖାଅ, ଯେହେତୁ ତାହା ତୁମ୍ଭ ତୁଣ୍ଡକୁ ସୁସ୍ୱାଦୁ ଲାଗିବ।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପୁତ୍ର, ତୁମ୍ଭେ ମଧୁ ଖାଅ, ଯେହେତୁ ତାହା ଭଲ; ପୁଣି, ମଧୁଚାକ ଖାଅ, ଯେହେତୁ ତାହା ତୁମ୍ଭ ତୁଣ୍ଡକୁ ସୁସ୍ୱାଦୁ ଲାଗିବ।