Proverbs 24:14 — Compare Translations
5 translations compared side by side
Odia - 1840
"ଠିକ୍ ସହେିପରି ଭାବରେ ଜ୍ଞାନ ତୁମ୍ଭମାନଙ୍କର ପ୍ରାଣ ପାଇଁ ମହୁପରି ଅଟେ। ଯଦି ତୁମ୍ଭେ ଜ୍ଞାନ ଆହରଣ କର, ତବେେ ତୁମ୍ଭର ଭବିଷ୍ଯତ୍ ରହିବ ଏବଂ ତୁମ୍ଭର ଆଶା କବେେ ଶଷେ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜ୍ଞାନ ତୁମ୍ଭ ପ୍ରାଣ ପ୍ରତି ସେହି ପ୍ରକାର ବୋଲି ତୁମ୍ଭେ ଜାଣିବ; ତୁମ୍ଭେ ତାହା ପାଇଲେ, ପୁରସ୍କାର ଥିବାରୁ ତୁମ୍ଭର ଭରସା ଉଚ୍ଛିନ୍ନ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଠିକ୍ ସେହିପରି ଭାବରେ ଜ୍ଞାନ ତୁମ୍ଭମାନଙ୍କର ପ୍ରାଣ ପାଇଁ ମହୁପରି ଅଟେ। ଯଦି ତୁମ୍ଭେ ଜ୍ଞାନ ଆହରଣ କର, ତେବେ ତୁମ୍ଭର ଭବିଷ୍ୟତ ରହିବ ଏବଂ ତୁମ୍ଭର ଆଶା କେବେ ଶେଷ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜ୍ଞାନ ତୁମ୍ଭ ପ୍ରାଣ ପ୍ରତି ସେହି ପ୍ରକାର ବୋଲି ତୁମ୍ଭେ ଜାଣିବ; ତୁମ୍ଭେ ତାହା ପାଇଲେ, ପୁରସ୍କାର ଥିବାରୁ ତୁମ୍ଭର ଭରସା ଉଚ୍ଛିନ୍ନ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଜ୍ଞାନ ତୁମ୍ଭ ପ୍ରାଣ ପ୍ରତି ସେହି ପ୍ରକାର ବୋଲି ତୁମ୍ଭେ ଜାଣିବ; ତୁମ୍ଭେ ତାହା ପାଇଲେ, ପୁରସ୍କାର ଥିବାରୁ ତୁମ୍ଭର ଭରସା ଉଚ୍ଛିନ୍ନ ହେବ ନାହିଁ।