Proverbs 24:15 — Compare Translations

5 translations compared side by side

Odia - 1840
"ହେ ଦୁଷ୍ଟ ଲୋକ, ତୁମ୍ଭେ ଧାର୍ମିକର ବାସସ୍ଥାନ ବିରୁଦ୍ଧ ରେ ଓଗାଳି ବସ ନାହିଁ। ତାହାର ବିଶ୍ରାମ ସ୍ଥାନ ଲୁଟ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଦୁଷ୍ଟ ଲୋକ, ତୁମ୍ଭେ ଧାର୍ମିକର ବାସସ୍ଥାନ ବିରୁଦ୍ଧରେ ଛକି ବସ ନାହିଁ; ତାହାର ବିଶ୍ରାମସ୍ଥାନ ଲୁଟ କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
— 27 — ହେ ଦୁଷ୍ଟ ଲୋକ, ତୁମ୍ଭେ ଧାର୍ମିକର ବାସସ୍ଥାନ ବିରୁଦ୍ଧରେ ଓଗାଳି ବସ ନାହିଁ। ତାହାର ବିଶ୍ରାମ ସ୍ଥାନ ଲୁଟ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଦୁଷ୍ଟ ଲୋକ, ତୁମ୍ଭେ ଧାର୍ମିକର ବାସସ୍ଥାନ ବିରୁଦ୍ଧରେ ଛକି ବସ ନାହିଁ; ତାହାର ବିଶ୍ରାମ-ସ୍ଥାନ ଲୁଟ କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ହେ ଦୁଷ୍ଟ ଲୋକ, ତୁମ୍ଭେ ଧାର୍ମିକର ବାସସ୍ଥାନ ବିରୁଦ୍ଧରେ ଛକି ବସ ନାହିଁ; ତାହାର ବିଶ୍ରାମସ୍ଥାନ ଲୁଟ କର ନାହିଁ।