Proverbs 24:16 — Compare Translations

5 translations compared side by side

Odia - 1840
"ଧାର୍ମିକମାନେ ସାତଥର ପଡ଼ିଲେ ହେଁ ପୁନର୍ବାର ଉଠନ୍ତି। ମାତ୍ର ଦୁଷ୍ଟମାନେ ବିପଦ ରେ ପରାସ୍ତ ହୁଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ଧାର୍ମିକ ସାତ ଥର ପଡ଼ିଲେ ହେଁ ପୁନର୍ବାର ଉଠେନ୍ତ ମାତ୍ର ଦୁଷ୍ଟମାନେ ବିପଦରେ ଝୁଣ୍ଟି ପଡ଼ନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଧାର୍ମିକମାନେ ସାତଥର ପଡ଼ିଲେ ହେଁ ପୁନର୍ବାର ଉଠନ୍ତି। ମାତ୍ର ଦୁଷ୍ଟମାନେ ବିପଦରେ ପରାସ୍ତ ହୁଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ଧାର୍ମିକ ସାତ ଥର ପଡ଼ିଲେ ହେଁ ପୁନର୍ବାର ଉଠେ; ମାତ୍ର ଦୁଷ୍ଟମାନେ ବିପଦରେ ଝୁଣ୍ଟି ପଡ଼ନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ଧାର୍ମିକ ସାତ ଥର ପଡ଼ିଲେ ହେଁ ପୁନର୍ବାର ଉଠେ; ମାତ୍ର ଦୁଷ୍ଟମାନେ ବିପଦରେ ଝୁଣ୍ଟି ପଡ଼ନ୍ତି।