Proverbs 24:17 — Compare Translations

5 translations compared side by side

Odia - 1840
"ଯେତବେେଳେ ତୁମ୍ଭର ଶତ୍ରୁ ସମସ୍ଯା ରେ ଅଛି, ତୁମ୍ଭେ ହସ ନାହିଁ, ଯେତବେେଳେ ସେ ପଡ଼ିୟାଏ, ସହେି ସମୟରେ ମଧ୍ଯ ତୁମ୍ଭେ ଖୁସି ହୁଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଶତ୍ରୁ ପତିତ ହେଲେ ଆନନ୍ଦ କର ନାହିଁ, ମଧ୍ୟ ସେ ଝୁଣ୍ଟି ପଡ଼ିଲେ, ତୁମ୍ଭର ଚିତ୍ତ ହୃଷ୍ଟ ନ ହେଉନ୍ତ
Odia Bible ERV 2004 (ପବିତ୍ର ବାଇବଲ)
— 28 — ଯେତେବେଳେ ତୁମ୍ଭର ଶତ୍ରୁ ସମସ୍ୟାରେ ଅଛି, ତୁମ୍ଭେ ହସ ନାହିଁ, ଯେତେବେଳେ ସେ ପଡ଼ିଯାଏ, ସେହି ସମୟରେ ମଧ୍ୟ ତୁମ୍ଭେ ଖୁସୀ ହୁଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଶତ୍ରୁ ପତିତ ହେଲେ ଆନନ୍ଦ କର ନାହିଁ, ମଧ୍ୟ ସେ ଝୁଣ୍ଟି ପଡ଼ିଲେ, ତୁମ୍ଭର ଚିତ୍ତ ହୃଷ୍ଟ ନ ହେଉ;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଶତ୍ରୁ ପତିତ ହେଲେ ଆନନ୍ଦ କର ନାହିଁ, ମଧ୍ୟ ସେ ଝୁଣ୍ଟି ପଡ଼ିଲେ, ତୁମ୍ଭର ଚିତ୍ତ ହୃଷ୍ଟ ନ ହେଉ;