Proverbs 24:18 — Compare Translations
5 translations compared side by side
Odia - 1840
"ଯଦି ତୁମ୍ଭେ ଏପରି କର, ତାହା ମଧ୍ଯ ସଦାପ୍ରଭୁ ଦେଖିବେ। ସଦାପ୍ରଭୁ ଏପରି କର୍ମ ରେ ତୁମ୍ଭମାନଙ୍କ ପ୍ରତି ଖୁସି ହବେେ ନାହିଁ। ଏହାପ ରେ ସଦାପ୍ରଭୁ ତୁମ୍ଭର ଶତ୍ରୁକୁ ସାହାୟ୍ଯ କରିପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେଜାଣି ସଦାପ୍ରଭୁ ତାହା ଦେଖି ଅସନ୍ତୁଷ୍ଟ ହୁଅନ୍ତି ଓ ତାହାଠାରୁ ଆପଣା କ୍ରୋଧ ଫେରାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେ ଏପରି କର, ତାହା ମଧ୍ୟ ସଦାପ୍ରଭୁ ଦେଖିବେ। ସଦାପ୍ରଭୁ ଏପରି କର୍ମରେ ତୁମ୍ଭମାନଙ୍କ ପ୍ରତି ଖୁସୀ ହେବେ ନାହିଁ। ଏହା ପରେ ସଦାପ୍ରଭୁ ତୁମ୍ଭର ଶତ୍ରୁକୁ ସାହାଯ୍ୟ କରି ପାରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେଜାଣି ସଦାପ୍ରଭୁ ତାହା ଦେଖି ଅସନ୍ତୁଷ୍ଟ ହୁଅନ୍ତି ଓ ତାହାଠାରୁ ଆପଣା କ୍ରୋଧ ଫେରାନ୍ତି।
Odia IRV 2017 (ଓଡିଆ ବାଇବେଲ)
କେଜାଣି ସଦାପ୍ରଭୁ ତାହା ଦେଖି ଅସନ୍ତୁଷ୍ଟ ହୁଅନ୍ତି ଓ ତାହାଠାରୁ ଆପଣା କ୍ରୋଧ ଫେରାନ୍ତି।