Proverbs 24:19 — Compare Translations

5 translations compared side by side

Odia - 1840
"ମନ୍ଦକର୍ମକାରୀମାନଙ୍କ ସକାେଶ ନିଶ୍ଚିତ ହୁଅନ୍ତି ନାହିଁ। ଏବଂ ଦୁଷ୍ଟମାନଙ୍କ ପ୍ରତି ଇର୍ଷା କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନ୍ଦ-କର୍ମକାରୀମାନଙ୍କ ସକାଶୁ ବିରକ୍ତ ହୁଅ ନାହିଁ; ପୁଣି, ଦୁଷ୍ଟମାନଙ୍କ ପ୍ରତି ଈର୍ଷା କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
— 29 — ମନ୍ଦକର୍ମକାରୀମାନଙ୍କ ସକାଶେ ଚିନ୍ତିତ ହୁଅ ନାହିଁ। ଏବଂ ଦୁଷ୍ଟମାନଙ୍କ ପ୍ରତି ଈର୍ଷା କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନ୍ଦକର୍ମକାରୀମାନଙ୍କ ସକାଶୁ ବିରକ୍ତ ହୁଅ ନାହିଁ; ପୁଣି, ଦୁଷ୍ଟମାନଙ୍କ ପ୍ରତି ଈର୍ଷା କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମନ୍ଦକର୍ମକାରୀମାନଙ୍କ ସକାଶୁ ବିରକ୍ତ ହୁଅ ନାହିଁ; ପୁଣି, ଦୁଷ୍ଟମାନଙ୍କ ପ୍ରତି ଈର୍ଷା କର ନାହିଁ।